Saturday, March 30, 2024
ଷୋହଳ ପ୍ରହରୀ ନାମଯଜ୍ଞ ସଂପିଆ ଠାରେ ଅନୁଷ୍ଠିତ
ବରଗଡ ଜିଲ୍ଲା ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ କଂସର ଗ୍ରାମପଞ୍ଚାୟତ ର ସଂପିଆ ଗ୍ରାମ ରେ ଷୋହଳ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଥିଲା lଏହି କାର୍ଯ୍ୟକ୍ରମ ରେ ଅନେକ ଭକ୍ତ ଶ୍ରଦ୍ଧାଳୁ ଙ୍କ ଭିଡ଼ ଦେଖିବାକୁ ମିଳିଥିଲା l ଆୟୋଜିତ କାର୍ଯ୍ୟକ୍ରମ ରେ ସଭାପତି ଟୁକୁରୁ ମାଝୀ , କୋଷାଧ୍ୟକ୍ଷ ସୋମନାଥ ପଣ୍ଡା ଓ ସଂପିଆ ଗ୍ରାମର ସମସ୍ତେ ଦାୟିତ୍ୱ ନିର୍ବାହ କରିଥିଲେ l ଏହି କାର୍ଯ୍ୟକ୍ରମ ଟି ସଂପିଆ ଗ୍ରାମ ର ଉପରପଡା ଠାରେ ଅନୁଷ୍ଠିତ ହୋଇଥିଲା
Subscribe to:
Post Comments (Atom)
5 ଦିନ ଧରି ହେବ ପ୍ରଥମ ବାର୍ଷିକ ଉତ୍ସବ, ଯୁଗ୍ମ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ
ବୌଦ୍ଧ ନାରାୟଣନଗର ଗ୍ରାମର ଶ୍ରୀଜଗନ୍ନାଥ ଓ ଶ୍ରୀରାମ ଯୁଗ୍ମ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଭାପତି ରାଜେନ୍ଦ୍ର ମେ...
-
ହାତୀପଲ ଆଠ ମଲ୍ଲିକ ବନାଞ୍ଚଳ ଅଞ୍ଚଳରୁ ଆସି ମହାନଦୀ ପାର ହୋଇ ଆଜି ଡମ୍ବରୁଗଡ କୁ ଚାଲି ଆସିଥିଲେ ବନ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ହାତୀ ମାନଙ୍...
-
*-କୋରାପୁଟ: ଟ୍ରକ୍ ସହ ଧକ୍କା ପରେ ଜଳିଗଲା ବାଇକ୍; ବାପପୁଅ ମୃତ* *-ସଦର ଥାନା ପଡ଼ାଗଡ଼ ସେବାଶ୍ରମ ନିକଟ ଏନ୍ଏଚ୍ ୩୨୬ରେ ଦୁର୍ଘଟଣା* *-କାଉଡ଼ିଆଙ୍କ...
No comments:
Post a Comment