Thursday, July 31, 2025

ମୋଦିଙ୍କ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ



*-ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ*
*-ସେପ୍ଟେମ୍ବର ୧୭ ତାରିଖରେ ମୋଦିଙ୍କ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ*
*-ଦିନକରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ଦିଆଯିବ ଉପହାର*
*-ଏନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ*
*-'ଜୁନ୍ ୫ରୁ ସେପ୍ଟେମ୍ବର ୩୦ ଯାଏଁ ଏକ୍‌ ପେଡ୍‌ ମା'କେ ନାମ୍‌ର ୨ୟ ସଂସ୍କରଣ'*
*-'ଦ୍ବିତୀୟ ସଂସ୍କରଣରେ ସର୍ବନିମ୍ନ ୭.୫ କୋଟି ଚାରା ରୋପଣ ପାଇଁ ଲକ୍ଷ୍ୟ'*
*-'ଓଡ଼ିଶା ୬.୭୨ କୋଟି ଗଛ ଲଗାଇ ସାରା ଦେଶରେ ଚତୁର୍ଥ ସ୍ଥାନ ପାଇଛି'*

No comments:

Post a Comment

ଭାରତ ମହିଳା ବିଶ୍ବକପ ଚାଂପିଅନ୍.

*-ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ମହିଳା ବିଶ୍ବକପ ଚାଂପିଅନ୍* *-ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ହରାଇଲା ଭାରତ* *-ଦୀପ୍ତି ଶର୍ମାଙ୍କୁ ମିଳିଲା ସର୍ବାଧିକ ...