Sunday, August 10, 2025

ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ



*- ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ*
*- ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ ନେଇ କେନ୍ଦ୍ରାପଡ଼ା ଏସ୍‌ପିଙ୍କ ସୂଚନା*
*- ମୃତ ଯୁବତୀଙ୍କ ଅଶ୍ଳୀଳ ଫଟୋ ପ୍ରମୋଦଙ୍କ ମୋବାଇଲରୁ ମିଳିଛି: ଏସ୍‌ପି*
*- ‘ଘଟଣାର କିଛି ସମୟ ପୂର୍ବରୁ ଯୁବତୀଙ୍କ ସହ କଥା ହୋଇଥିଲେ ପ୍ରମୋଦ’* 
*- ‘ଜୁଲାଇ ୧୭ରେ ଅଶ୍ଳୀଳ ଭିଡିଓ ଯୁବତୀଙ୍କ ବାପାଙ୍କ ପାଖକୁ ପଠାଇଥିଲେ’*
*- ‘ଆଉ ୨ ଜଣଙ୍କ ମୋବାଇଲକୁ ମଧ୍ୟ ଭାଇରାଲ୍ ଉଦ୍ଦେଶ୍ୟରେ ପଠାଇଥିଲେ’*
*- ‘କାଠିଆପଡ଼ାରେ ଲାଗିଥିବା ସିସିଟିଭିରୁ ଆଉ କିଛି ତଥ୍ୟ ହସ୍ତଗତ ହୋଇଛି’*
*- ‘ମୃତ ଯୁବତୀଙ୍କ ବାପା ଘରୁ ଯିବା ଓ ଫେରିବାର ଦୃଶ୍ୟ ହସ୍ତଗତ ହୋଇଛି’*
*- ‘ସେହିଦିନ ୧୧ଟା ୪୦ ବେଳେ ଗାଁ ଲୋକଙ୍କ ଧାଁ ଦୌଡ଼ ସାମ୍ନାକୁ ଆସିଛି’*

No comments:

Post a Comment

5 ଦିନ ଧରି ହେବ ପ୍ରଥମ ବାର୍ଷିକ ଉତ୍ସବ, ଯୁଗ୍ମ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

ବୌଦ୍ଧ ନାରାୟଣନଗର ଗ୍ରାମର ଶ୍ରୀଜଗନ୍ନାଥ ଓ ଶ୍ରୀରାମ ଯୁଗ୍ମ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଭାପତି ରାଜେନ୍ଦ୍ର ମେ...