*-ଅନୁଗୁଳ: ଟ୍ରକ୍କୁ ପଛରୁ ପିଟିଲା ଭ୍ୟାନ୍; ୧୩ ଯବାନ ଆହତ*
*-ଏନ୍ଏଚ୍ ୫୫ ଜରପଡ଼ା ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା*
*-OSAP ସେକେଣ୍ଡ ବାଟାଲିଅନ ଯବାନଙ୍କୁ ନେଇ ଯାଉଥିଲା ଭ୍ୟାନ୍*
*-ଝାରସୁଗୁଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଦୁର୍ଘଟଣା*
*-ଆହତ ୧୩ ଜଣଙ୍କ ମଧ୍ୟରୁ ୭ ଗୁରୁତର; ୨ କଟକ ସ୍ଥାନାନ୍ତର*
No comments:
Post a Comment