Saturday, August 2, 2025

ଚାଷୀଙ୍କୁ ମିଳିଲା ପିଏମ୍‌ କିଷାନ ଟଙ୍କା



*-ଚାଷୀଙ୍କ ଖାତାକୁ ଗଲା ପିଏମ୍‌ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି*
*-ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ମୋଦି*
*-ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା*
*-ମୋଟ୍ ୯ କୋଟି ୭୦ ଲକ୍ଷ ଚାଷୀ ଉପକୃତ*
*-ଓଡ଼ିଶାରୁ ୩୪ ଲକ୍ଷ ୮୫ ହଜାର ୮୮୧ ଜଣ ଚାଷୀ ଉପକୃତ*

No comments:

Post a Comment

5 ଦିନ ଧରି ହେବ ପ୍ରଥମ ବାର୍ଷିକ ଉତ୍ସବ, ଯୁଗ୍ମ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

ବୌଦ୍ଧ ନାରାୟଣନଗର ଗ୍ରାମର ଶ୍ରୀଜଗନ୍ନାଥ ଓ ଶ୍ରୀରାମ ଯୁଗ୍ମ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଭାପତି ରାଜେନ୍ଦ୍ର ମେ...