*-OTET ପ୍ରଶ୍ନପତ୍ର ଲିକ୍ ମାମଲା; ମାନିଲେ ଜିତନ ମହାରଣା, ବିଜୟ ମିଶ୍ର*
*-ରିମାଣ୍ଡରେ ଆସିଥିବା ଜିତନ ମହାରଣା ଓ ବିଜୟ ମିଶ୍ର ମାନିଲେ*
*-ଡ୍ରାଇଭର ଜରିଆରେ କଟକରୁ ନୟାଗଡ଼କୁ ପେନ୍ଡ୍ରାଇଭରେ ପ୍ରଶ୍ନପତ୍ର ନେଇଥିଲେ*
*-ସେଠାରେ ବିଜୟ ମିଶ୍ରଙ୍କ ଭାଇକୁ ଦିଆଯାଇଥିଲା ପେନ୍ଡ୍ରାଇଭ ସହ ହାର୍ଡକପି*
*-ପରେ ଏହା ରାୟଗଡ଼ା ଅମ୍ବାଦଳାକୁ ନେଇ ପ୍ରଶ୍ନପ୍ରତ୍ର ହାତରେ ଲେଖାଯାଇଥିଲା*
*-କିପରି ପ୍ରଘଟ ଜଣା ନ ପଡ଼ିବ ଏଥିପାଇଁ ହାତରେ ଲେଖିଥିଲେ ପ୍ରଶ୍ନପତ୍ର*
*-ବିଜୟ ମିଶ୍ରଙ୍କ ଡ୍ରାଇଭର ସହ ତାଙ୍କ ଭାଇକୁ ମଧ୍ୟ ପଚରାଉଚରା ଜାରି*
*-ଗିରଫ ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ମିଳିଥିବା ନେଇ କ୍ରାଇମବ୍ରାଞ୍ଚ୍ର ସୂଚନା*
No comments:
Post a Comment