୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଥିଲା। ଏହି ଶୁଭ ଅବସରରେ, ଆସନ୍ତୁ ଆମ ସମ୍ବିଧାନର ମୂଲ୍ୟବୋଧକୁ ସମ୍ମାନ ଜଣାଇ ରାଷ୍ଟ୍ର ଗଠନ ଦିଗରେ ନିଜର ଦାୟିତ୍ୱ ପାଳନ କରିବା ଓ
ମା ଭାରତୀର ସେବାରେ ନିଜକୁ ସମର୍ପଣ କରିବା ପାଇଁ ସଂକଳ୍ପ ନେବା।
ବୌଦ୍ଧ ନାରାୟଣନଗର ଗ୍ରାମର ଶ୍ରୀଜଗନ୍ନାଥ ଓ ଶ୍ରୀରାମ ଯୁଗ୍ମ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଭାପତି ରାଜେନ୍ଦ୍ର ମେ...